ବିଶ୍ବ କର୍କଟ ଦିବସ:ମାରାତ୍ମକ କ୍ୟାନ୍ସରର ଭୟାବହତାରୁ ରକ୍ଷା ପାଇଁ ବିଭିନ୍ନ ସ୍ଥାନରେ ସଚେତନତା କାର୍ଯ୍ୟକ୍ରମ
ଭୁବନେଶ୍ବର: ରବିବାର ବିଶ୍ୱ କର୍କଟ ଦିବସ । ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଓ ବିଭିନ୍ନ ସେବା ସଙ୍ଗଠନ ଦ୍ୱାରା ପ୍ରତିବର୍ଷ ଫେବୃଆରୀ ୪ ତାରିଖକୁ ବିଶ୍ୱ କ୍ୟାନ୍ସର ଦିବସ ଭାବେ ପାଳନ କରାଯାଏ । ତେବେ ଚଳିତବର୍ଷ ବିଶ୍ୱ କ୍ୟାନ୍ସର ଦିବସର ବାର୍ତ୍ତା ରହିଛି ‘ଆଇ ଆମ୍ ଆଣ୍ଡ ଆଇ ଉଇଲ୍’। ଭୁଲ୍ ସୂଚନା ଏବଂ ଅନ୍ଧବିଶ୍ୱାସକୁ ଦୂର କରିବା ସହ ସଚେତନତା ସୃଷ୍ଟି କରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ ରହିଛି । ଠିକ୍ ସମୟରେ ରୋଗକୁ … Continue reading ବିଶ୍ବ କର୍କଟ ଦିବସ:ମାରାତ୍ମକ କ୍ୟାନ୍ସରର ଭୟାବହତାରୁ ରକ୍ଷା ପାଇଁ ବିଭିନ୍ନ ସ୍ଥାନରେ ସଚେତନତା କାର୍ଯ୍ୟକ୍ରମ
Copy and paste this URL into your WordPress site to embed
Copy and paste this code into your site to embed