www.samajalive.in
Saturday, December 6, 2025
26.1 C
Bhubaneswar

ଟୋକିଓ ପାରାଲିମ୍ପକ୍ସରେ ଭାରତକୁ ଆଉ ଏକ ସ୍ବର୍ଣ୍ଣ, ଜାଭେଲିନ ଥ୍ରୋରେ ସ୍ବର୍ଣ୍ଣପଦକ ଜିତିଲେ ସୁମିତ ଅନ୍ତିଲ

ଟୋକିଓ: ଟୋକିଓ ପାରାଲିମ୍ପିକ୍ସରେ ଭାରତକୁ ଆଉ ଏକ ସ୍ବର୍ଣ୍ଣ। ଜାଭେଲିନ ଥ୍ରୋରେ ସୁମିତ ଅନ୍ତିଲଙ୍କୁ ସ୍ବର୍ଣ୍ଣପଦକ। ବିଶ୍ବ ରେକର୍ଡ ସହ ସୁମିତ ଜିତିଲେ ସ୍ବର୍ଣ୍ଣପଦକ। ୬୮.୫୫ ମିଟର ଦୂରକୁ ଜାଭେଲିନ ଫିଙ୍ଗି ଜିତିଲେ ସ୍ବର୍ଣ୍ଣ ପଦକ। ପାରାଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୭କୁ ବୃଦ୍ଧି ପାଇଛି। ୭ ପଦକ ମଧ୍ୟରେ ୨ ସ୍ବର୍ଣ୍ଣ, ୪ ରୌପ୍ୟ ଓ ଗୋଟିଏ ରୌପ୍ୟ ପଦକ ରହିଛି।

 

- Advertisement -

ଚଳିତ ଟୋକିଓ ପାରାଲିମ୍ପିକ୍ସର ଷଷ୍ଠ ଦିବସରେ ଭାରତକୁ ସୁନା ବର୍ଷା ହୋଇଛି। ଅବନୀ ଲେଖରାଙ୍କ ପରେ ସୋମବାର ସୁମିତ୍ ଅନ୍ତିଲ ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ସୁମିତ୍ ପୁରୁଷ ଜାଭେଲିନ୍ ଥ୍ରୋ’ ଏଫ୍-୬୪ ବର୍ଗରେ ଏହି ଐତିହାସିକ ସଫଳତା ହାସଲ କରିଛନ୍ତି। ସୁମିତ୍ ୬୮.୦୮ ମିଟର ଥ୍ରୋ’ କରି ବିଶ୍ୱ ରେକର୍ଡ ସ୍ଥାପନ କରିବା ସହ ସ୍ୱର୍ଣ୍ଣ ପଦକ ନିଜ ନାଁରେ କରିଛନ୍ତି। ତେବେ ବିନୋଦ କୁମାର ଅଯୋଗ୍ୟ ଘୋଷିତ ହେବାରୁ ସେ ବ୍ରୋଞ୍ଜ ପଦକ ହରାଇଛନ୍ତି।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories