www.samajalive.in
Thursday, December 11, 2025
16.1 C
Bhubaneswar

ଆସନ୍ତାକାଲି ଭାରତ-ଶ୍ରୀଲଙ୍କା ପ୍ରଥମ ଟ୍ବେଣ୍ଟି-୨୦

ଗୁଆହାଟି : ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ତିନିଟିକିଆ ଟ୍ବେଣ୍ଟି-୨୦ ସିରିଜର ପ୍ରଥମ ମ୍ୟାଚ ଆସନ୍ତାକାଲି(ରବିବାର) ଗୁଆହାଟିରେ ଖେଳାଯିବ। ଏହି ମ୍ୟାଚ ସନ୍ଧ୍ୟା ୭ଟାରେ ଆରମ୍ଭ ହେବ। ଏହି ମ୍ୟାଚରେ ଶ୍ରୀଲଙ୍କା ପକ୍ଷରୁ ଲାଶିଥ ମାଲିଙ୍ଗା ଅଧିନାୟକ ଭାର ସମ୍ଭାଳିବାକୁ ଥିବାବେଳେ ବିରାଟ କୋହଲିଙ୍କ ନେତୃତ୍ବରେ ଭାରତୀୟ ଦଳ ପଡ଼ିଆକୁ ଓହ୍ଲାଇବ। ରବିବାର ଏଠାରେ ପ୍ରଥମ ମ୍ୟାଚ ଖେଳାଯିବାକୁ ଥିବାବେଳେ ୭ ତାରିଖରେ ୨ୟ ଟି-୨୦ ଇନ୍ଦୋରରେ ଏବଂ ୧୦ ତାରିଖରେ ପୁଣେରେ ଶେଷ ଟି-୨୦ ମ୍ୟାଚ ଖେଳାଯିବ।

ଉଭୟ ଦଳ ମଧ୍ୟରେ ଏପର୍ଯ୍ୟନ୍ତ ୧୬ଟି ଟ୍ବେଣ୍ଟି-୨୦ ମ୍ୟାଚ ଖେଳାଯାଇଛି। ଯେଉଁଥିରେ ଭାରତୀୟ କ୍ରିକେଟ ଦଳ ଜବରଦସ୍ତ ଖେଳ ପ୍ରଦର୍ଶନ କରିଛି। ୧୬ଟି ମ୍ୟାଚରୁ ଭାରତ ୧୧ଟିରେ ବିଜୟ ଲାଭ କରିଛି। ସେହିଭଳି ଶ୍ରୀଲଙ୍କା ୫ଟି ମ୍ୟାଚରେ ବିଜୟୀ ହୋଇଛି। ଏହି ସିରିଜକୁ କ୍ଲିନସୁଇପ କଲେ ଭାରତ ଶ୍ରୀଲଙ୍କା ବିପକ୍ଷରେ ୧୪ଟି ଟ୍ବେଣ୍ଟି-୨୦ ମ୍ୟାଚ ଜିତିବାର ପ୍ରଥମ ଦଳ ହେବ।

Hot this week

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories