ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା

0

ବାଲେଶ୍ବର: ୧୬ ନମ୍ବର ଜାତୀୟ ରାଜପଥ ନିକଟରେ ଥିବା ବିପିସିଏଲ ପେଟ୍ରୋଲ ପମ୍ପ ନିକଟରେ ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଉଛି । ଦୁର୍ଘଟଣାଗ୍ରସ୍ଥ ଟ୍ରକ୍ ମଧ୍ୟରୁ ଗୋଟିଏ ଟ୍ରକ୍ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି ।

Leave A Reply