www.samajalive.in
Monday, December 15, 2025
15.1 C
Bhubaneswar

ପ୍ରବାସୀ ଭାରତୀୟ ଦିବସ ପାଇଁ ଟ୍ରାଫିକ କଟକଣା ଜାରି

ଭୁବନେଶ୍ୱର: ପ୍ରବାସୀ ଭାରତୀୟ ଦିବସକୁ ଦୃଷ୍ଟିରେ ରଖି କମିଶନରେଟ ପୁଲିସ ପକ୍ଷରୁ ଭୁବନେଶ୍ୱର ସହରରେ ଟ୍ରାଫିକ କଟକଣା ନେଇ ସୂଚନା ଦିଆଯାଇଛି। ଜାନୁଆରୀ ୮ ତାରିଖରୁ ୧୦ ତାରିଖ ଯାଏଁ ଏହି କଟକଣା ବଳବତ୍ତର ରହିବା ପାଇଁ କମିଶନରେଟ ପୁଲିସ ପ୍ରକାଶ କରିଛି।

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ଭିଭିଆଇପିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ନିର୍ଦ୍ଦିଷ୍ଟ ସମୟ ଓ ଅଞ୍ଚଳ ପାଇଁ ଟ୍ରାଫିକ କଟକଣା ଜାରି କରାଯାଇଛି। ଏୟାରପୋର୍ଟ ଛକ, ହସ୍ପିଟାଲ ଛକ, ଏଜି ଛକ, ରାଜଭବନ ଅଞ୍ଚଳ, ପାୱାର ହାଉସ, ୧୨୦ ବ୍ୟାଟାଲିୟନ, ଶାସ୍ତ୍ରୀ ନଗର, ବେହେରା ସାହି, ଜୟଦେବ ବିହାର, ଜାଭିୟର ଛକ ଓ ନାଲକୋ ଛକ ଆଦି ଅଞ୍ଚଳରେ ଟ୍ରାଫିକ କଟକଣା ଲାଗୁ କରାଯିବ।

- Advertisement -

ଭିଭିଆଇପିଙ୍କ ଯାତ୍ରା ସମୟରେ ସମ୍ପୃକ୍ତ ଅଞ୍ଚଳରେ ଅନ୍ୟ ଗାଡ଼ି ପ୍ରବେଶକୁ ମନା କରାଯାଇଥିବା ନେଇ କମିଶନରେଟ ପୁଲିସ ସୂଚନା ଦେଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories