www.samajalive.in
Monday, December 15, 2025
16.1 C
Bhubaneswar

ପୂରଣ ହେବ ଦୁଇ ହଜାର ଟ୍ରାଫିକ୍ ପୁଲିସ୍ ପଦ: ଖୋଲିବ ଆଉ ୨୦ଟି ନୂଆ ସାଇବର ଥାନା

ଭୁବନେଶ୍ଵର : ରାଜ୍ୟରେ ବର୍ତ୍ତମାନ ୨୧୯୮ ଜଣ ଟ୍ରାଫିକ୍ ପୁଲିସ୍ କାର୍ଯ୍ୟରତ ଅଛନ୍ତି। ସଡକ ସୁରକ୍ଷା କ୍ଷେତ୍ରରେ ପ୍ରମୁଖ ଭୂମିକା ନେଉଛନ୍ତି ଟ୍ରାଫିକ୍ ପୁଲିସ୍। ଏହାକୁ ଦୃଷ୍ଟି ରଖି ଚଳିତବର୍ଷ ଆଉ ଦୁଇ ହଜାର ନୂତନ ଟ୍ରାଫିକ୍ ପୁଲିସ ପଦ ସୃଷ୍ଟି ହେବ। ଏହି ପଦ ଗୁଡିକୁ ସମ୍ପୂର୍ଣ୍ଣ ସ୍ଵଚ୍ଛତାର ସହ ପୂରଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦେଶ ଦେଇଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ରବିବାର ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ପୁଲିସ୍ ବିଭାଗରେ ରହିଥିବା ବିଭିନ୍ନ ସମସ୍ୟା ସମାଧାନ ସମ୍ପର୍କରେ ଆଲୋଚନା କରାଯାଇଥିଲା। ସେପଟେ ପ୍ରତି ଜିଲ୍ଲାରେ ସାଇବର ପୁଲିସ୍ ଥାନା କାର୍ଯ୍ୟକ୍ଷମ ହେବା ନେଇ ମଧ୍ୟ ନିର୍ଦେଶ ରହିଛି।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories