www.samajalive.in
Saturday, December 6, 2025
26.1 C
Bhubaneswar

ଗଛରେ ପିଟିହେଲା ବୋଲେରୋ- ୩ମୃତ

କେନ୍ଦ୍ରାପଡା: ସଦର ଥାନା ଅନ୍ତର୍ଗତ ଓସ୍ତପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ମୃତ,୪ଜଣ ଗୁରୁତର ହୋଇଛନ୍ତି। ନାରାୟଣପୁରରୁ କେନ୍ଦ୍ରାପଡା ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ବୋଲେରୋ ଗଛରେ ପିଟି ହୋଇଥିଲା। ଦୁର୍ଘଟଣାରେ ଆହତ ୪ଜଣଙ୍କୁ ପ୍ରଥମେ କେନ୍ଦ୍ରାପଡା ମେଡିକାଲରେ ଭର୍ତ୍ତି କରାଯାଇଥିଲା ହେଲେ ଅବସ୍ଥା ଗୁରୁତର ହେବାରୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ମୃତକ ୩ଜଣ ମହିଳା ହୋଇଥିବା ବେଳେ ସେମାନଙ୍କ ପରିଚୟ ମିଳିନାହିଁ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories