www.samajalive.in
Wednesday, December 10, 2025
18.1 C
Bhubaneswar

ଆଜିଠୁ ଚାଲିବ ଚାଳକ ବିହୀନ ଟ୍ରେନ

ନୂଆଦିଲ୍ଲୀ : ସୋମବାରଠାରୁ ଦେଶରେ ଚଳାଚଳ କରିବ ଚାଳକ ବିହୀନ ଟ୍ରେନ। ଦେଶର ପ୍ରଥମ ଚାଳକ ବିହୀନ ଟ୍ରେନ ଦିଲ୍ଲୀ ମେଟ୍ରୋର ମାଜେଣ୍ଟା ଲାଇନ (ଜନକପୁରୀ ପଶ୍ଚିମ-ବଟାନିକାଲ ଗାର୍ଡେନ)ରେ ଚଳାଚଳ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ପୂର୍ବାହ୍ଣ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ନୂତନ ଟ୍ରେନ ଚଳାଚଳର ଶୁଭାରମ୍ଭ କରିବେ। ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ (ଡିଏମ୍ଆରସି) କହିଛି ଯେ ସମ୍ପୂର୍ଣ୍ଣ ସ୍ବୟଂଚାଳିତ ଏହି ଟ୍ରେନରେ ଯାତ୍ରୀଙ୍କ ପାଇଁ ଅତ୍ୟାଧୁନିକ ସେବା ଉପଲବ୍ଧ ହେବ। ଏହାଦ୍ବାରା ଭାରତ ବିଶ୍ବର ପ୍ରମୁଖ ମେଟ୍ରୋ ରେଳ ସେବା ପ୍ରଦାନକାରୀ ରାଷ୍ଟ୍ର ବର୍ଗରେ ସାମିଲ ହେବେ। ଦିଲ୍ଲୀ ମେଟ୍ରୋ ଟ୍ରେନ ୩୯୦ କିମି ମଧ୍ୟରେ ଚଳାଚଳ କରୁଛି। ଏଥିରେ ୨୮୫ଟି ଷ୍ଟେସନ ଓ ୧୧ଟି କରିଡର ଅଛି।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories