www.samajalive.in
Friday, December 12, 2025
27.1 C
Bhubaneswar

ପୁରୀ ଓ କାମାକ୍ଷା ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ପୁରୀ ଏବଂ କାମାକ୍ଷା ମଧ୍ୟରେ ସ୍ୱତନ୍ତ୍ର ରେଳ ଚଳାଚଳ କରାଇବାକୁ ନେଇ ପୂର୍ବତଟ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। କାମାକ୍ଷା-ପୁରୀ-କାମାକ୍ଷା ସ୍ବତନ୍ତ୍ର ରେଳ କାମାକ୍ଷାଠାରୁ ଜୁନ ୨୦ ତାରିଖରୁ ପ୍ରତ୍ୟେକ ରବିବାର ସନ୍ଧ୍ୟା ୮.୧୦ମିରେ ଛାଡିବାକୁ ଥିବାବେଳେ ଏହି ରେଳ ପୁରୀଠାରୁ ଜୁନ ୨୨ ତାରିଖଠାରୁ ପ୍ରତ୍ୟେକ ମଙ୍ଗଳବାର ଅପରାହ୍ନ ୨ଘ.୫୫ମି.ରେ ଛାଡିବ। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି ରେଳ ଚଳାଚଳ କରିବ।

ଏହି ରେଳ ପୂର୍ବତଟ ରେଳପଥ ପରିସୀମାରେ ସାକ୍ଷୀଗୋପଳ, ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଭଦ୍ରକ ରେଳ ରହଣିସ୍ଥଳମାନଙ୍କରେ ରହିବ। ପୁରୀ ଓ କାମାକ୍ଷା ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ରେଳ ରହଣିସ୍ଥଳ ଯଥା ବାଲେଶ୍ୱର, ହ୍ୱିଜିଲି, ମେଦିନପୁର, ଆସନସୋଲ, ଦୁର୍ଗାପୁର, ରାମପୁର ହାଟ, ନ୍ୟୁ ଜଲପାଇଗୁଡ଼ି ଓ ରଙ୍ଗିଆ ଭଳି ଗୁରୁତ୍ୱପୂର୍ଣ୍ଣ ରେଳ ରହଣିସ୍ଥଳରେ ରହିବ।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories