www.samajalive.in
Monday, December 8, 2025
27.1 C
Bhubaneswar

ବାଙ୍ଗିରିପୋଷି ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ

ବାଙ୍ଗିରିପୋଷି : ମୟୁରଭଞ୍ଜ  ଜିଲା ବାଙ୍ଗିରିପୋଷି ରେଳ ଷ୍ଟେସନ ନିକଟସ୍ଥ ରେଲୱେ ଟ୍ରାକରୁ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଷ୍ଟେସନ ଭିତରେ ଟ୍ରେନ ଲାଇନଚ୍ୟୁତ ହୋଇଛି । ମୟୁରଭଞ୍ଜ ଜିଲା ବାଙ୍ଗିରିପୋଷି ଷ୍ଟେସନର ଉନ୍ନତି କରଣ କାର୍ଯ୍ୟ ପାଇଁ ମାଲ ନେଇ ଆସିଥିବା ସମୟରେ ଟ୍ରେନ ଦୁର୍ଘଟଣାର ସମ୍ମୁଖୀନ ହୋଇଛି ।  ହୁଇଲ ଛିଣ୍ଡି ଯିବା ଯୋଗୁଁ ଗୋଟିଏ ଡବା ରେଲୱେ ପଟରିରୁ ତଳକୁ ଓହ୍ଲାଇ ଯାଇଛି । ଦୁର୍ଘଟଣାରେ କେହି ଆହତ ହୋଇନଥିବା ସୂଚନା ମିଳିଛି । ଅନ୍ୟପକ୍ଷେ ଉକ୍ତ ବଗିକୁ ଯଦି ନହଟା ଯାଏ ତେବେ ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଟ୍ରେନ ବିଳମ୍ୱ ହେବା ଆଶଙ୍କା ଉପୁଜିଛି।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories