www.samajalive.in
Saturday, December 6, 2025
26.1 C
Bhubaneswar

ଦୁର୍ଘଟଣା ଘଟାଇଲା ବିଶାଖାପାଟଣା-ରାୟଗଡ଼ା ଏବଂ ବିଶାଖାପାଟଣା-ପାଲାସା ପାସେଞ୍ଜର ଟ୍ରେନ: ୪ ବଗି ଲାଇନଚ୍ୟୁତ, ଉଦ୍ଧାର କାର୍ଯ୍ୟ ଜାରି

ବିଶାଖାପାଟଣା: ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେସନ ନିକଟରେ ବିଶାଖାପାଟଣା-ରାୟଗଡ଼ା ଏବଂ ବିଶାଖାପାଟଣା-ପାଲାସା ଦୁଇ ପାସେଞ୍ଜର ଟ୍ରେନ ମଧ୍ୟରେ ଧକ୍କା ହୋଇଥିବା ଜଣାପଡ଼ିଛି। ଗୋଟିଏ ଲାଇନରେ ଦୁଇଟି ଟ୍ରେନ ଆସି ପରସ୍ପରକୁ ଧକ୍କା ଦେଇଛନ୍ତି। ଫଳରେ ଗୋଟିଏ ଟ୍ରେନର ୪ଟି ବଗି ଲାଇନଚ୍ୟୁତ ହୋଇଯାଇଛି। ବଗିଗୁଡ଼ିକ ଲାଇନଚ୍ୟୁତ ହେବା ଫଳରେ ଅନେକ ଆହତ ହୋଇଛନ୍ତି ଏବଂ କିଛି ଟ୍ରେନ ବଗି ତଳେ ଚାପି ହୋଇଥିବା ଜଣାପଡ଼ିଛି।

ଖବର ପାଇ ପୁଲିସ, ଅଗ୍ନିଶମ ବାହିନୀ, ଓଡ୍ରାଫ ଟିମ ସମେତ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହି ଦୁଇଟି ଟ୍ରେନ ମଧ୍ୟରେ କିଭଳି ଘଟଣା ଘଟିଲା ତାହାର ତଦନ୍ତ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରେଲୱେ କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories