www.samajalive.in
Friday, December 12, 2025
19.1 C
Bhubaneswar

ଫୋନରେ କ୍ରିକେଟ ଦେଖିବାକୁ ଟ୍ରେନ ଦୁର୍ଘଟଣା-କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ: ଡ୍ରାଇଭର ଫୋନରେ କ୍ରିକେଟ ଦେଖିବାରୁ ଘଟିଥିଲା ଟ୍ରେନ ଦୁର୍ଘଟଣା ଘଟିଥିଲା ବୋଲି ଜାତୀୟ ଗଣମାଧ୍ୟକୁ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ୨୦୨୩ ଅକ୍ଟୋବର ୨୯ରେ ଆନ୍ଧ୍ର ପ୍ରଦେଶରେ ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ୧୪ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୫୦ରୁ ଉର୍ଦ୍ଧ୍ବ ଆହତ ହୋଇଥିଲେ। ଆଜି ରେଲୱେର ନୂଆ ନିରାପତ୍ତା ବ୍ୟବସ୍ଥାର ସୂଚନା ଦେଲାବେଳେ ଆନ୍ଧ୍ର ପ୍ରଦେଶ ରେଳ ଦୁର୍ଘଟଣା ଡ୍ରାଇଭର ଫୋନରେ କ୍ରିକେଟ ଦେଖିବା ଯୋଗୁଁ ହୋଇଥିଲା ବୋଲି କେନ୍ଦ୍ର ମନ୍ତ୍ରୀ ଶ୍ରୀ ବୈଷ୍ଣବ ପ୍ରକାଶ କରିଥିଲେ।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories