www.samajalive.in
Friday, December 5, 2025
23.1 C
Bhubaneswar

ଯାଜପୁର ଜିଲା ଜଖପୁର ଜଙ୍କସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ

ସମାଜଲାଇଭ ଡେସ୍କ: ଯାଜପୁର ଜିଲା ଜଖପୁର ଜଙ୍କସନରେ ସୋମବାର ରାତିରେ ଏକ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୨ଟି ବଗି ରେଳ ଧାରଣାରୁ ବାହାରକୁ ଚାଲିଯାଇଥିଲା। ଫଳରେ ଉକ୍ତ ଟ୍ରାକରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଖବରପାଇ ରେଲଓ୍ବେ ସୁରକ୍ଷା କର୍ମୀ ଏବଂ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରିଥିଲେ। କିଛି ସମୟ ପରେ ଉଦ୍ଧାରକାର୍ଯ୍ୟ ଶେଷ ହେବା ପରେ ଟ୍ରେନ ଚଳାଚଳ ସ୍ଵାଭାବିକ ହୋଇଥିଲେ।

Hot this week

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

Related Articles

Popular Categories