ସପ୍ତାହେ ପରେ ସ୍ବାଭାବିକ ହେଲା ଟ୍ରେନ୍ ଚଳାଚଳ
ବାଲେଶ୍ବର : ବାହାନଗା ଟ୍ରେନ୍ ଦୁର୍ଘଟଣାର ସପ୍ତାହେ ପରେ ସ୍ବାଭାବିକ ହୋଇଛି ଟ୍ରେନ୍ ଚଳାଚଳ । ମରାମତି ଓ ପୁନରୁଦ୍ଧାର ପରେ ୪ଟି ଲେନରେ ଟ୍ରେନ୍ ଚଳାଚଳ କରୁଛି ବୋଲି ସୂଚନା ମିଳିଛି। ଅନ୍ୟପକ୍ଷରେ ବାହାନଗା ରେଳ ଧାରଣାରେ ମରାମତି ଚାଲିଥିବାରୁ କିଛି ଟ୍ରେନକୁ ବାତିଲ କରାଯାଇଛି । ମରାମତି ସରିବା ପରେ ଖୁବ୍ ଶୀଘ୍ର ସମସ୍ତ ଟ୍ରେନ୍ ଚଳପ୍ରଚଳ କରିବ ବୋଲି ଦକ୍ଷିଣ ପୂର୍ବ ରେଳପଥ ପକ୍ଷରୁ ଜଣାପଡ଼ିଛି।
Comments are closed.