www.samajalive.in
Saturday, December 6, 2025
26.1 C
Bhubaneswar

ଦେଖନ୍ତୁ ଭିଡିଓ; ଚଳନ୍ତା ଟ୍ରେନ୍‌ରୁ ଚୋରି କରୁଥିଲେ ମୋବାଇଲ୍‌, ଖାଇଲେ ନିସ୍ତୁକ ମାଡ

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ନିକଟରେ ଆଶ୍ଚର୍ଯ୍ୟ ଚକିତ କରିବା ଭଳି ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ୍‌ ହେଉଛି । ଯେଉଁଥିରେ ଏକ ଚୋର ଚଳନ୍ତା ଟ୍ରେନ୍‌ରୁ ମୋବାଇଲ ଚୋରି କରିବାକୁ ଉଦ୍ୟମ କରିବା ବେଳେ ଧରାପଡି ନିସ୍ତୁକ ମାଡ ଖାଇଛନ୍ତି।


ଭାଇରାଲ୍‌ ହେଉଥିବା ଏହି ଭିଡିଓଟି ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରୁଛି । ଏହି ଭିଡିଓରେ ଦେଖିପାରିବେ, ଟ୍ରେନ୍‌ର ଝରକାରେ ହାତ ଦେଇ ସିଟ୍‌ରେ ବସିଥିବା ଯାତ୍ରୀଙ୍କ ଠାରୁ ମୋବାଇଲ୍‌ ଚୋରି କରିବାକୁ ଉଦ୍ୟମ କରୁଥିଲେ । ମାତ୍ର ସେହି ସମୟରେ ସତର୍କ ଯାତ୍ରୀ ଜଣକ ଚୋରର ହାତକୁ ଧରି ପକାଇଥିଲେ । ଚୋରକୁ ଧରିବା ସହ ନିସ୍ତୁକ ମାଡ ମାରିଥିଲେ । ଭିଡିଓ ଦେଖିବା ପରେ ଲୋକେ ଯାତ୍ରୀଙ୍କର ପ୍ରଶଂସା କରିବା ସହ ଭିନ୍ନ ଭିନ୍ନ ମତ ଦେଇଛନ୍ତି ।

ଆଉ ୪ ଦିନ ପରେ ଦୁର୍ଲ୍ଲଭ ସଂଯୋଗ ; ଏହି ରାଶି ହେବେ ମାଲାମାଲ୍‌, ହେବ ବିବାହ..

- Advertisement -

ବଡ ଝଟକା ; ପୁଣି ବଢିଲା ସୁନା ଦାମ୍‌

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories