ଆଇପିଏସ ସ୍ତରରେ ଅଦଳବଦଳ, ସଂଜୀବ ପଣ୍ଡା ହେଲେ କଟକ-ଭୁବନେଶ୍ୱର ଟୁଇନ ସିଟି ପୁଲିସ କମିଶନର

ଡେସ୍କ: ରାଜ୍ୟ ସରକାର ଆଜି ଆଇପିଏସ ସ୍ତରରେ ବଡ ଅଦଳବଦଳ କରିଛନ୍ତି। ସଂଜୀବ ପଣ୍ଡାଙ୍କୁ କଟକ-ଭୁବନେଶ୍ୱର ଟ୍ଵିନ ସିଟି ପୁଲିସ କମିଶନର ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ପୁଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି। ସେହିପରି ଡଃ ସନ୍ତୋଷ ଵାଲାଙ୍କୁ ପୁଲିସ ହାଉସିଂ ବୋର୍ଡ ଅତିରିକ୍ତ ଦାୟିତ୍ୱ, ହିମାଂଶୁ କୁମାର ଲାଲଙ୍କୁ ଉତ୍ତରାଞ୍ଚଳ ଆଇଜି, ଡଃ ଦୀପକ କୁମାରଙ୍କୁ ଉତ୍ତର-କେନ୍ଦ୍ରାଞ୍ଚଳ ଆଇଜି, ସତ୍ୟବ୍ରତ ଭୋଇଙ୍କୁ ପୂର୍ବାଂଚଳ ରେଞ୍ଜ ଆଇଜି, ଜେ.ଏନ. … Continue reading ଆଇପିଏସ ସ୍ତରରେ ଅଦଳବଦଳ, ସଂଜୀବ ପଣ୍ଡା ହେଲେ କଟକ-ଭୁବନେଶ୍ୱର ଟୁଇନ ସିଟି ପୁଲିସ କମିଶନର