www.samajalive.in
Saturday, December 6, 2025
16.1 C
Bhubaneswar

ପଲାଣଘାଟିରେ ଘର ଉପରେ ପଡ଼ିଲା ଗଛ

ପାଟଣା : ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ଗ୍ରାମର ହିନ୍ଦୁ ମାଝୀଙ୍କ ଘର ଉପରେ ଏକ ବଡ଼ ଗଛ ଉପୁଡ଼ି ପଡ଼ିଥିବାରୁ ଘରଟି ଭାଙ୍ଗି ଯାଇଛି। ଖବର ପାଇ ପାଟଣା ଅଗ୍ନିଶମ ବାହିନୀ ପଲାଣଘାଟି ଗ୍ରାମକୁ ଯାଇ ଘର ଉପରେ ପଡ଼ିଥିବା ଗଛକୁ କାଟି ସଫା କରିଛନ୍ତି। ବାତ୍ୟା ପ୍ରଭାବରେ ପାଟଣା ବ୍ଲକ ଅଞ୍ଚଳର ବିଭିନ୍ନ ଗ୍ରାମରେ ଗଛ ପଡ଼ି ଓ ବର୍ଷାରେ କାନ୍ଥ ଧସି ଘର ଭାଙ୍ଗିବା ଖବର ଗୋଟିଏ ପରେ ଗୋଟିଏ ଆସୁଥିବା ଦେଖାଯାଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories