www.samajalive.in
Sunday, December 7, 2025
23.1 C
Bhubaneswar

ମାଲକାନଗିରିରେ ବିଶ୍ୱ ଆଦିବାସୀ ଦିବସ ପାଳିତ

ମାଲକାନଗିରି: ଶୁକ୍ରବାର ମାଲକାନଗିରି ଜିଲ୍ଲା ଆଦିବାସୀ ସଙ୍ଘ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇ ଯାଇଛି। ସଦର ମହକୁମାରେ ଆୟାଜିତ ଏକ ବିଶାଳ ରାଲିରେ କୋୟା, ବଣ୍ଡା, ଡିଡ଼ଇ, ପରଜା, କନ୍ଧ ଜନଜାତି ପାରମ୍ପରିକ ବେଶ ଭୁଷା ଓ ନାଚ ଗୀତରେ ସହର ପରିକ୍ରମା କରିଥିଲେ। ରାଜ୍ୟପାଳଙ୍କ ଉଦ୍ୟେଶରେ ଏକ ଦାବି ପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରିଯାଇଛି। ଆଦିବାସୀଙ୍କୁ ଚାକିରୀ, ଜଙ୍ଗଲ ଜମିପଟା ପ୍ରଦାନ ଏବଂ ଶିକ୍ଷା ସ୍ୱାସ୍ଥ୍ୟ କ୍ଷେତ୍ରରେ ସ୍ୱତନ୍ତ୍ର ସୁବିଧା ଦାବି କରାଯାଇଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories