www.samajalive.in
Saturday, December 13, 2025
21.1 C
Bhubaneswar

ଅକ୍ଷୟ ମହାନ୍ତି

ପୂରା ଓଡ଼ିଶାରେ ଖୋକା ଭାଇ ନାମରେ ପରିଚିତ ଓଡ଼ିଆ ଗାୟକ ଅକ୍ଷୟ ମହାନ୍ତି ୧୯୩୬ ଅକ୍ଟୋବର ୧୨ରେ ଜନ୍ମଗ୍ରହଣ କରିଥିଲେ। ଓଡ଼ିଆ ଆଧୁନିକ ତଥା ସୁଗମ ସଙ୍ଗୀତର ଜନ୍ମଦାତା ବୋଲି ମଧ୍ୟ ତାଙ୍କୁ କୁହାଯାଇଥାଏ। ଓଡ଼ିଆ ସଙ୍ଗୀତରେ ସେ ଅନେକ ପରଖ, ନୂଆ ନୂଆ ଶବ୍ଦ ଆଣିଥିଲେ। ସେ ୧୨୯ଟି ଚଳଚ୍ଚିତ୍ରରେ କଣ୍ଠଦାନ କରିଛନ୍ତି, ୯୨ଟି ଚଳଚ୍ଚିତ୍ର ପାଇଁ ଗୀତ ଲେଖିବା ସହ ୭୫ଟି ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦେଶନା ଦେଇଥିଲେ। ଏକାଧାରରେ ସେ ଜଣେ ଜଣେ ଓଡ଼ିଆ ଗାୟକ, ସଙ୍ଗୀତଜ୍ଞ, ଗାଳ୍ପିକ, ଔପନ୍ୟାସିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ। ଓଡ଼ିଶାର ଅନେକ ଲୋକକଥା ଓ ଗୀତକୁ ନେଇ ସେ ସଙ୍ଗୀତ ସଂଯୋଜନା କରିଛନ୍ତି। ୨୦୦୨ ନଭେମ୍ବର ୧୭ରେ ଓଡ଼ିଆ ସଙ୍ଗୀତ ଜଗତର ଏହି କିମ୍ବଦନ୍ତୀ ପୁରୁଷ ଆଖି ବୁଜିଥିଲେ।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories