www.samajalive.in
Thursday, December 11, 2025
14.1 C
Bhubaneswar

ସହିଦ୍ ଭଗତ ସିଂଙ୍କୁ ଶ୍ରଦ୍ଧାଞ୍ଜଳି

ଚୌଦ୍ୱାର : ସହିଦ୍ ଭଗତ ସିଂଙ୍କ ଶ୍ରଦ୍ଧାଞ୍ଜଳି ସଭା ସ୍ଥାନୀୟ ବିବେକାନନ୍ଦ ଶିକ୍ଷାକେନ୍ଦ୍ରରେ ଅନୁଷ୍ଠିତ ହୋଇ ଯାଇଛି। ଅଧ୍ୟକ୍ଷ ମାନସ କୁମାର ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉତ୍କଳ ପ୍ରତିଭା ସିଦ୍ଧେଶ୍ୱର ନାୟକ ଅତିଥି ଭାବେ ଯୋଗଦେଇ ଭଗତ ସିଂଙ୍କ ଦେଶପ୍ରେମ ଓ ବଳିଦାନ ସମ୍ପର୍କରେ ପିଲା ମାନଙ୍କୁ ବୁଝାଇବା ସହିତ ସ୍ୱରଚିତ ଦେଶପ୍ରେମ କବିତା ପାଠ କରିଥିଲେ ।ଭାଗବତ ପ୍ରଚାର ସମିତି ଉପ ସଭାପତି ସୁଭାଷ ଚନ୍ଦ୍ର ମହାରଣା, ଦୀପ୍ତି ରଞ୍ଜନ ସାହୁ, ଭବାନୀ ଶଂକର ମୁର୍ମୁ, ଡ. ଝରଣା ସାହୁ, ଦୀପ୍ତିମୟୀ ବେହେରା, ପ୍ରମୁଖ ସ୍ମୃତିଚାରଣ କରିଥିଲେ। ରାଜେଶ କୁମାର ଓଝା ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

ସମ୍ପାଦକୀୟ : ବିଯୋଗ ଅଧିକାର

ଶାନ୍ତି ଛଡ଼ାଇ ନ ନେଉ କର୍ପୋରେଟ ଜଗତ ଭାରତୀୟ ସଂସଦରେ ଏକ ଗୁରୁତ୍ୱପୂର୍ଣ୍ଣ...

ସମ୍ପାଦକୀୟ : ମାଲକାନଗିରି ହିଂସା

ଭୂମିପୁତ୍ରଙ୍କ ଦୁଃଖ ଦୂରହେଉ ମାଲକାନଗିରି ଜିଲାର ଏମ୍‌ଭି -୨୬ ଗାଁରେ ଘଟିଥିବା ହିଂସାକାଣ୍ଡ...

ଆଜିର : ରାଶିଫଳ,ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ

ମେଷ : କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ...

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

Related Articles

Popular Categories