www.samajalive.in
Wednesday, December 10, 2025
18.1 C
Bhubaneswar

ବ୍ୟାସକବି ଫକୀର ମୋହନ ସେନାପତିଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ଵର: ଆଜି ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ (ମକର ସଂକ୍ରାନ୍ତି )ଅବସରରେ ଉତ୍କଳ ବିଶ୍ଵବିଦ୍ୟାଳୟ, ଭୁବନେଶ୍ଵର ସମ୍ମୁଖରେ ଥିବା ବ୍ୟାସକବି ଫକୀର ମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରଫୁଲ୍ଲ ସାମଲ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ସରୋଜ କୁମାର ସାମଲ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ ବେହେରା, ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସ୍ମୃତି ସଂସଦର ସାଧାରଣ ସମ୍ପାଦକ ଡ ବିରାଜ ମୋହନ ଦାସ, ସଭାପତି ଜୀବନ ମହାପାତ୍ର, ସ୍ମୃତି ସଂସଦର ଅନ୍ୟାନ୍ୟ କର୍ମକର୍ତ୍ତା, ସୂଚନା ଓ ଲୋକସମ୍ପର୍କ ବିଭାଗର ବିଭାଗର ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀ, ଆଚାର୍ଯ୍ୟ ବିହାର ପରିଷଦର ସମ୍ପାଦକ ତଥା ବିଭିନ୍ନ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା ପ୍ରମୁଖ ବ୍ୟାସକବି ଫକୀର ମୋହନ ସେନାପତିଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ।

ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୁଲ୍ଯରେ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କରାଯାଉଥିବା ପରିପ୍ରେକ୍ଷୀରେ ଆଜି ଅତିଥିମାନଙ୍କ ସହ ବିଭାଗର ବହୁ ଅଧିକାରୀ ଏବଂ କର୍ମଚାରୀ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ଯୋଗଦେଇ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ।ର୍ଘ୍ୟ ଅର୍ପଣ କରିଥିଲେ।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories