www.samajalive.in
Saturday, December 6, 2025
15.1 C
Bhubaneswar

ବାଲୁକା କଳାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ ଜନ୍ମ ଜୟନ୍ତୀ । ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ବାଲୁକା କଳାକୃତି ମାଧ୍ୟମରେ ସୁଦର୍ଶନ ବିଜୁ ପଟ୍ଟନାୟକଙ୍କ ସ୍ମୁତି ଚାରଣ କରିଛନ୍ତି। ବାଲିରେ ବିଜୁ ପଟ୍ଟନାୟକଙ୍କ ର ଏକ ସୁନ୍ଦର ବାଲୁକା ନିର୍ମିତ ପ୍ରତିକୃତି ତିଆରି କରିବା ସହିତ, ଟ୍ରିବ୍ୟୁଟ୍ ଟୁ ଦି ଟଲ୍ ମ୍ୟାନ ବିଜୁ ବାବୁ ଏବଂ କଳିଙ୍ଗର ବୀରପୁତ୍ର ବିଜୁବାବୁ ବୋଲି ଲେଖିଛନ୍ତି। ସୁଦର୍ଶନଙ୍କର ଏହି ବାଲୁକା କଳାକୃତିକୁ ଦେଖିବାକୁ ପୁରୀ ବେଳାଭୂମିରେ ବହୁ ପର୍ଯ୍ୟଟକଙ୍କର ଭିଡ ଜମିଥିବା ଦେଖିବାକୁ ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories