www.samajalive.in
Sunday, December 7, 2025
13.1 C
Bhubaneswar

ଏକାଦଶାହରେ ରାଇମୋହନଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସହପାଠୀ

ପାଟଣା : ସାହାରପଡା ବ୍ଲକ ଅନ୍ତର୍ଗତ ଉଦୟପୁର ଉଚ୍ଚ ବିଦ୍ୟାଳୟ ପରିସରରେ ଓଡ଼ିଶାର ସୁନାମଧନ୍ୟ କାଳଜୟୀ କଳାକାର ସ୍ବର୍ଗତଃ ରାଇମୋହନ ପରିଡାଙ୍କ ଏକାଦଶାହ ଦିବସରେ ବିଦ୍ୟାଳୟର ପୁରାତନ ସହପାଠୀ ଓ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ବାରା ସୋମବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ ସଭା କରାଯାଇଥିଲା। ସାମୂହିକ ଦୀପଦାନ ପରେ ଅମର ଆତ୍ମାର ସଦଗତି ପାଇଁ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ପୁରାତନ ସହପାଠୀ ଦୀପକ ରାଜ, ଅନନ୍ତ ଚରଣ ମହାନ୍ତ, ଆଦିତ୍ୟ ସାମଲ, ଦୁଃଶାସନ ମହାନ୍ତ, ବ୍ରଜମୋହନ ଦେହୁରୀ, ଉମେଶ ଚନ୍ଦ୍ର ମହାନ୍ତ ପ୍ରମୁଖ ତାଙ୍କର ସ୍ମୃତି ଚାରଣ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିବକୁମାର ସେଠୀ, ଶିକ୍ଷକ ପ୍ରଶାନ୍ତ କୁମାର ପରିଡା, ପ୍ରକାଶ କୁମାର ବିଶ୍ବାଳ, ଶିକ୍ଷୟିତ୍ରୀ ସୁପ୍ରିୟା ସେଠୀ ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories