www.samajalive.in
Saturday, December 6, 2025
26.1 C
Bhubaneswar

ଟ୍ରକ୍‌ରୁ ୨୮ଟି ଶlଳ ଗଣ୍ଡି ଜବତ

ସମ୍ବଲପୁର(ମାନେଶ୍ବର) : ସମ୍ବଲପୁର ଜିଲ୍ଲା ସଦର ରେଞ୍ଜ ଯୁଯୁମୁରା ଜମତଳ ଛକରେ ବୁଧବାର ସକାଳୁ ଏକ ଶାଳ କାଠ ଭର୍ତ୍ତି ଟ୍ରକ୍ ଜବତ ହୋଇଛି। ଟ୍ରକ୍‌ଟି ରେଢ଼ାଖୋଲରୁ ସମ୍ବଲପୁର ଅଭିମୁଖେ ଯାଉଥିବାବେଳେ ସମ୍ବଲପୁର ବନ ବିଭାଗ ଟ୍ରକକୁ ଜବତ କରି ୨୮ଟି ଶlଳ ଗଣ୍ଡି ଜବତ କରିଛି । ଦୁର୍ବୃତ୍ତମାନେ ଫେରାର ଥିବା ଜଣାପଡିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories