www.samajalive.in
Thursday, December 11, 2025
23.1 C
Bhubaneswar

୫୦ ଫୁଟ ପୋଲ ତଳକୁ ଖସିଲା ଟ୍ରକ, ୨ଗୁରୁତର

ଦ୍ୱାରଶୁଣି: ପିଆଜ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ୫୦ଫୁଟ ପୋଲ ତଳକୁ ଖସି ପଡ଼ିଛି। ବାଙ୍ଗିରିପୋଷି ଥାନା ଦେଇ ଯାଇଥିବା ଜାତୀୟ ରାଜପଥ ୪୯ ଉପରେ ଥିବା ଦ୍ୱାରଶୁଣି ଘାଟିରେ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ଫଳରେ ଉଭୟ ଡ୍ରାଇଭର ଓ ହେଲପର ଟ୍ରକ ଭିତରେ ଚାପି ହୋଇ ଯାଇଥିଲେ। ଖବର ପାଇ ବାଙ୍ଗିରିପୋଷି ପୁଲିସ ଓ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ଆହତମାନଙ୍କୁ ଉଦ୍ଧାର କରି ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା। ପରେ ଉଭୟଙ୍କୁ ବାରିପଦା ପିଆରଏମ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

Hot this week

ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଯୁବକ

ଜୋରିମାନା ନେଉଛ, ଭଲ ରାସ୍ତା ଦିଅ ଭୁବନେଶ୍ବର : ଟ୍ରାଫିକ ନିୟମ ଉଲ୍ଲଘଂନକାରୀଙ୍କ...

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

Related Articles

Popular Categories