www.samajalive.in
Saturday, December 6, 2025
26.1 C
Bhubaneswar

ଚାଉଳ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ

କ.ନୂଆଗାଁ: କନ୍ଧମାଳ ଜିଲା କ.ନୂଆଗାଁ ନିକଟରେ ମଙ୍ଗଳବାର ରାତିରେ ଏକ ଚାଉଲ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ ଡ୍ରାଇଭର ଏହି ଦୁର୍ଘଟଣାରେ ଆହତ ହୋଇଛନ୍ତି।

ସୂଚନା ମୁତାବକ, ଟ୍ରକଟି ଯୋଗାଣ ବିଭାଗର ଚାଉଳ ନେଇ କଳାହାଣ୍ଡି ଜିଲା ଭବାନୀପାଟଣାରୁ ନୟାଗଡ ଜିଲା ବୋଲଗଡ ଯାଉଥିବା ବେଲେ ରାତି ପ୍ରାୟ ୧୧ଟା ସମୟରେ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ପୁରୁଣା ନୂଆ ଗାଁ ନିକଟସ୍ଥ ଶିବ ମନ୍ଦିର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଘଟଣାରେ ଡ୍ରାଇଭର ଆହତ ହୋଇଥିବା ବେଳେ ଗାଡିରେ ଥିବା ଚାଉଳବସ୍ତା ସବୁ ତଳେ ବିଛେଇ ହୋଇ ପଡିଯାଇଥିଲା। ତେବେ ଏହି ଚାଉଳକୁ ସଂଗ୍ରହ କରି କ.ନୂଆଗାଁ ଯୋଗାଣ ବିଭାଗ ଗୋଦାମରେ ରଖାଯାଇଥିବା ଜଣାପଡିଛି।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories