www.samajalive.in
Saturday, December 6, 2025
26.1 C
Bhubaneswar

ଟ୍ରକକୁ ପିଟିଲା ଟ୍ରକ୍‌: ହେଲପର ମୃତ

ବାଲୁଗାଁ : ଟ୍ରକକୁ ପଛରୁ ପିଟିଲା ଆଉ ଏକ ଟ୍ରକ, ହେଲପର ମୃତ। ବାଲୁଗାଁ ୧୬ନଂ ଜାତୀୟ ରାଜପଥ ବାଣପୁର ଥାନା ବେଲପଡା ଛକରେ ଏହି ଦୁର୍ଘଟଣା ଘଟିଛି। ରାସ୍ତାରେ ଏକ ଟ୍ରକ ଛିଡା ହୋଇଥିବାବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଆଉ ଏକ ଟ୍ରକ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହେଲପରଙ୍କର ମୃତ୍ୟୁ ଘଟିଥିଲା। ଏବଂ ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରହିଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories