www.samajalive.in
Saturday, December 6, 2025
15.1 C
Bhubaneswar

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଳକ ଗୁରୁତର

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ରେଙ୍ଗାଳବେଡା ନିକଟରେ ଗୁରୁବାର ୪୯ ନମ୍ବର ଜାତୀୟ ରାଜପଥରେ ଅଚଳ ହୋଇ ଠିଆ ହୋଇ ରହିଥିବା ଏକ ଟ୍ରକକୁ ପଛରୁ ଅନ୍ୟ ଏକ ଟ୍ରକ୍ ଧକ୍କା ଦେଇଛି। ଏଥିରେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହେବା ସହ ଏହାର ଚାଳକ ଗୁରୁତର ଭାବେ ଆହତ ହୋଇଛନ୍ତି। ଗୁରୁତର ଟ୍ରକ ଚାଳକଙ୍କୁ ପଥକର ଫାଟକ ରୋଗୀଯାନରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories