www.samajalive.in
Tuesday, December 9, 2025
16.1 C
Bhubaneswar

ଓଲଟିଲା ତେଲ ବୋଝେଇ ଟ୍ରକ, ଅଳ୍ପକେ ବର୍ତ୍ତିଲେ ଚାଳକ

ହରଭଙ୍ଗା : ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ଲାଣ୍ଡିବନ୍ଧ ଭରତ ଢାବା ନିକଟରେ ବୁଧୁବାର ବିଳମ୍ବିତ ରାତ୍ରିରେ ଭାରସାମ୍ୟ ହରାଇ ଖାଇବା ତେଲ ବୋଝେଇ ଏକ ଟ୍ରକ ଓଲଟି ପଡିଥିଲା। ମିଳିଥିବା ସୂଚନା ଅନୁଯାୟୀ ଏହି ଜାତୀୟ ରାଜପଥ ଦେଇ ଏକ ଟ୍ରକ ଖାଇବା ତେଲ ନେଇ ଭୁବନେଶ୍ୱରରୁ ଉମରକୋଟକୁ ଯାଉଥିଲା। ମାତ୍ର ଲାଣ୍ଡିବନ୍ଧ ନିକଟସ୍ଥ ଭରତ ଢାବା ପାଖରେ ଗାଡିଟି ଭାରସାମ୍ୟ ହରାଇ ରାସ୍ତା କଡର ସୁରକ୍ଷା ବାଡା ଭାଙ୍ଗି ଓଲଟି ପଡି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରେ ଟ୍ରକ ଚାଳକ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡିଛି।ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଟ୍ରକଟି ଦୁର୍ଘଟଣା ଗ୍ରସ୍ତ ହୋଇଥିବା ସୂଚନା ମିଳିଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories