www.samajalive.in
Sunday, December 7, 2025
26.1 C
Bhubaneswar

ଚଢିଗଲା ଟ୍ରକ୍: ମାଆ ମୃତ, ବାପାଝିଅ ଗୁରୁତର

କଟକ: କଟକ ନୂଆବଜାର ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ମାର ମୃତ୍ୟୁ ଘଟିଥିବାବେଳେ ବାପା, ଝିଅ ଗୁରୁତର ହୋଇଛନ୍ତି।  ବାଇକରେ ଯାଉଥିବାବେଳେ ଟ୍ରକ୍ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ବାପାଝିଅଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତକ କଟକ କନ୍ଦରପୁର ଅଞ୍ଚଳର ବୋଲି ଜଣାପଡିଛି। ସେପଟେ ଘଟଣାସ୍ଥଳରୁ ଟ୍ରକ୍ ଡ୍ରାଇଭର ଫେରାର୍ ହୋଇଯାଇଥିବାବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories