www.samajalive.in
Monday, December 8, 2025
27.1 C
Bhubaneswar

ପୋଲ ତଳକୁ ଖସିଲା କଦଳୀ ବୋଝେଇ ଟ୍ରକ୍

ଭୁବନେଶ୍ବର : ପୋଲ ତଳକୁ ଖସିଲା କଦଳୀ ବୋଝେଇ ଟ୍ରକ୍ । ଜାତୀୟ ରାଜପଥ ୧୬ର ଗେଲପୁର ଛକ ନିକଟରେ ବ୍ରିଜରୁ ତଳକୁ ଖସିପଡିଲା ଏକ କଦଳୀ ବୋଝେଇ ଟ୍ରକ୍ । କଦଳୀ ବୋଝେଇ କରି କଟକରୁ ବାଲେଶ୍ବର ଯାଉଥିବା ସମୟରେ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇ ବ୍ରିଜରୁ ଟ୍ରକଟି ତଳକୁ ଖସିପଡିଥିଲା ।  ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ସହ ହେଲପର ଗୁରୁତର ହୋଇଛନ୍ତି । ଉଭୟଙ୍କୁ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଘଟଣାର ଯାଞ୍ଚ କରୁଛି ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories