www.samajalive.in
Saturday, December 13, 2025
21.1 C
Bhubaneswar

ଟ୍ରକ୍-ଅଟୋ ଧକ୍କା, ୭ ମୃତ

ଭୋପାଳ : ମଧ୍ୟ ପ୍ରଦେଶର ଦମୋହରେ ଏକ ଅଟୋ ଓ ଟ୍ରକ୍ ମଧ୍ୟରେ ଜୋରଦାର ଧକ୍କା ଫଳରେ ଅଟୋ ତଳେ ଚାପି ହୋଇ ୭ ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ମିଳିବା ପରେ ଘଟଣାସ୍ଥଳରେ କଲେକ୍ଟରଙ୍କ ସହ କିଛି ପ୍ରଶାସନିକ ଅଧିକାରୀ ମଧ୍ୟ ପହଞ୍ଚିଛନ୍ତି । ଦୁର୍ଘଟଣାରେ ଟ୍ରକ୍ ଚାଳକ ମଧ୍ୟ ଆହତ ହୋଇଛନ୍ତି । ଘଟଣାସ୍ଥଳ ଯାଞ୍ଚ ପରେ ହସ୍ପିଟାଲ ଯିବ ପୁଲିସ । ଏହା ପରେ ଆଗାମୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୁଲିସ ସୂଚନା ଦେଇଛି ।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories