nua o banner

ଟ୍ରକ ପଛରେ ଧକ୍କା ଦେଲା ବାଇକ୍, ଚାଳକ ଗୁରୁତର

BSKY banner  750×100

ପାଟଣା :  କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଆଜି ସନ୍ଧ୍ୟାରେ ଏକ ସଡକ ଦୁର୍ଘଟଣା ଘଟିଛି । ଟ୍ରକ ପଛରେ ବାଇକ ଧକ୍କା ଦେଇ ବାଇକ ଚାଳକ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଟୋଲ୍ ଗେଟ୍ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ଜଣଙ୍କ କେନ୍ଦୁଝର ଧୋବାଡିହାର ରାକେଶ କୁମାର ସିଂହ ବୋଲି ଜଣାପଡିଛି। ତାଙ୍କ ମୁଣ୍ଡ ଓ ଛାତିରେ ଗଭୀର ଆଘାତ ଲାଗିଛି।‌ ଗୁରୁତର ଅବସ୍ଥାରେ ତାଙ୍କ ଚିକିତ୍ସା ଚାଲିଛି ।

 

Comments are closed.