www.samajalive.in
Sunday, December 14, 2025
14.1 C
Bhubaneswar

ଟ୍ରକ ପଛରେ ଧକ୍କା ଦେଲା ବାଇକ୍, ଚାଳକ ଗୁରୁତର

ପାଟଣା :  କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଆଜି ସନ୍ଧ୍ୟାରେ ଏକ ସଡକ ଦୁର୍ଘଟଣା ଘଟିଛି । ଟ୍ରକ ପଛରେ ବାଇକ ଧକ୍କା ଦେଇ ବାଇକ ଚାଳକ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଟୋଲ୍ ଗେଟ୍ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ଜଣଙ୍କ କେନ୍ଦୁଝର ଧୋବାଡିହାର ରାକେଶ କୁମାର ସିଂହ ବୋଲି ଜଣାପଡିଛି। ତାଙ୍କ ମୁଣ୍ଡ ଓ ଛାତିରେ ଗଭୀର ଆଘାତ ଲାଗିଛି।‌ ଗୁରୁତର ଅବସ୍ଥାରେ ତାଙ୍କ ଚିକିତ୍ସା ଚାଲିଛି ।

 

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories