www.samajalive.in
Saturday, December 6, 2025
26.1 C
Bhubaneswar

ଘାଟି ରାସ୍ତାରେ ଟ୍ରକ୍-ବସ୍ ଧକ୍କା, ୨୦ ଗୁରୁତର

ବୌଦ୍ଧ: ଘାଟି ରାସ୍ତାରେ ଟ୍ରକକୁ ଧକ୍କା ଦେଲା ବସ୍, ୨୦ ଗୁରତର। ଫୁଲବାଣୀ ଯାଉଥିବାବେଳେ ରାଣୀପଦର ଘାଟି ଉପରେ ଏହି ଦୁର୍ଘଟଣା ଘଟିଛି।  ଆହୁରି ଦୁଇରୁ ତିନି ଜଣ ଫସିରହିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଏବେବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ତେବେ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଛି, ପୁଲିସ ସେ ନେଇ ଅଧିକ ତଦନ୍ତ ଜାରି ରଖିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories