www.samajalive.in
Monday, December 8, 2025
14.1 C
Bhubaneswar

ଟ୍ରକ୍ ଚାଳକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗରେ ରାସ୍ତାରୋକ

ବାସୁଦେବପୁର : ବାସୁଦେବପୁର ଧାମରା ରାସ୍ତାର ବାଲିମୁଣ୍ଡା ବଜାର ନିକଟରେ ଏକ ଟ୍ରକ ଚାଳକଙ୍କ ମୃତଦେହ ମିଳିଛି । ଚାଳକଙ୍କୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ତେବେ ମୃତଦେହ ଦେଖିବା ପରେ ସ୍ଥାନୀୟଲୋକେ ପୁଲିସକୁ ସୂଚନା ଦେଇଥିଲେ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଜାରି ରଖିଛି । ଅନ୍ୟପଟେ ସ୍ଥାନୀୟଲୋକେ ହତ୍ୟା ହୋଇଥିବା ଅଭିଯୋଗ ଆଣି ନ୍ୟାୟ ଦାବିରେ ରାସ୍ତାରୋକ କରିଛନ୍ତି ।

ମୋ ପିଲାଦିନେ,  ସାତଦିନ ପାଳନ ହୋଇଥିଲା ପ୍ରଥମ ସ୍ୱାଧୀନତା ଦିବସ-ଏମତି ଥିଲା ସେ ସମୟର…

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories