www.samajalive.in
Saturday, December 6, 2025
16.1 C
Bhubaneswar

ବସ୍‌କୁ ଧକ୍କା ଦେଲା ଟ୍ରକ୍, ୧୧ ମୃତ

ନୂଆଦିଲ୍ଲୀ:  ଉତ୍ତରପ୍ରଦେଶ ଶାହାଜାହାନପୁରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ବସ୍‌କୁ ଧକ୍କା ଦେଇଛି। ଦୁର୍ଘଟଣାରେ ୧୧ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ୨୫ଜଣ ଶ୍ରଦ୍ଧାଳୁ ଆହତ ମଧ୍ୟ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଶ୍ରଦ୍ଧାଳୁ ମାନେ ଉତ୍ତର ପ୍ରଦେଶ ସୀତାପୁରରୁ ଉତ୍ତରାଖଣ୍ଡ ଯାଉଥିବାବେଳେ ଏଭଳି ଅଘଟଣ ଘଟିଛି। ପରେ ଖବର ପାଇ ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

Related Articles

Popular Categories