www.samajalive.in
Saturday, December 6, 2025
19.1 C
Bhubaneswar

ମର୍ଣ୍ଣିଂ ଓ୍ବାକ୍ ସାରି ଫେରୁଥିଲେ: ଧକ୍କା ଦେଲା ବାଲି ବୋଝେଇ ଟ୍ରକ୍

ଭୁବନେଶ୍ୱର: ଭୁବନେଶ୍ଵରସ୍ଥିତ ଗଣ୍ଡମୁଣ୍ଡା କଳାଭୂମି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ମର୍ଣ୍ଣିଂ ୱାକ୍ ସାରି ଘରକୁ ଫେରୁଥିବା ବେଳେ ବ୍ୟକ୍ତିଙ୍କ ଉପରେ ମାଡ଼ିଗଲା ବାଲି ବୋଝେଇ ଟ୍ରକ୍ । ମିଳିଥିବା ସୂଚନା ଅନୁସାରେ ଆଜି ଭୋର୍ ସମୟରେ ଜଣେ ବ୍ୟକ୍ତି ମର୍ଣ୍ଣିଂ ଓ୍ବାକ୍ ସାରି ନିଜ ଘରକୁ ଫେରୁଥିଲେ। ଏତିକିବେଳେ ଗଣ୍ଡମୁଣ୍ଡା କଳାଭୂମି ନିକଟରେ ଦ୍ରୁତ ଗତିରେ ଆସୁଥିବା ଏକ ବାଲି ବୋଝେଇ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଗାଡିଟିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ଅଧିକ ପଚରାଉଚରା କରୁଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories