www.samajalive.in
Saturday, December 6, 2025
15.1 C
Bhubaneswar

ଜଳଖିଆ ଦୋକାନ ଭିତରକୁ ପଶିଗଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଦୋକାନୀ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ଚେମଣା ନିକଟ ରାସ୍ତା ପାର୍ଶ୍ବରେ ଥିବା ଜଳଖିଆ ଦୋକାନ ଭିତରକୁ ଗତ ରାତିରେ ଏକ ଟ୍ରକ ମାଡ଼ି ଯିବାରୁ ଦୋକାନୀ ଜଣଙ୍କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁଯାୟୀ, ଗତ କାଲି ରାତି ରାଜପଥ କଡ଼ରେ ଠିଆ ହୋଇଥିବା ଏକ ଟ୍ରକକୁ ପଛରୁ ଆଉ ଏକ ଟ୍ରକ ଧକ୍କା ଦେବା ଫଳରେ ଟ୍ରକଟି ରାସ୍ତା କଡ଼ରେ ଥିବା ଏହି ଦୋକାନ ଭିତରକୁ ପଶି ଯାଇଥିଲା। କୁହୁଡ଼ି ଯୋଗୁ ଏପରି ଦୁର୍ଘଟଣା ଘଟିଥିବା କୁହାଯାଉଥିବା ବେଳେ ଘଟଣାସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଗାଡି ଦୁଇଟିକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories