www.samajalive.in
Wednesday, December 10, 2025
16.1 C
Bhubaneswar

ଗୋରୁ ବୋଝେଇ ଟ୍ରକ ଜବତ

ପାଟଣା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ହାତିବାରୀ ନିକଟରୁ ଏକ ଗୋରୁ ବୋଝେଇ ଟ୍ରକ ଜବତ ହୋଇଛି । ବରଗଡ ଅଞ୍ଚଳରୁ ଏକ ୧୪ ଚକିଆ ଟ୍ରକରେ ଗୋରୁମାନଙ୍କୁ ଅତି ଦୟନୀୟ ଅବସ୍ଥାରେ ବାନ୍ଧି କୋଲକାତା ଚାଲାଣ କରାଯାଉଥିଲା । ପୁଲିସ୍ ଆଗୁଆ ସୂଚନା ପାଇ ଚଢ଼ାଉ କରି ଉକ୍ତ ଟ୍ରକକୁ ଜବତ କରିଛି। ଟ୍ରକରୁ ୨୧ଟି ଗୋରୁ ଉଦ୍ଧାର ହୋଇଛନ୍ତି। ଟ୍ରକ୍ ଉପରେ ପାଲ ଘୋଡାଇ ଗୋରୁ ନିଆଯାଉଥିବା ବେଳେ ପୁଲିସ ଟ୍ରକ ଓ ଗୋରୁଙ୍କୁ ଥାନା ପରିସରରେ ଅଟକ ରଖିଛି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories