www.samajalive.in
Sunday, December 14, 2025
14.1 C
Bhubaneswar

ବଣାଇ: ଆଜିଠୁ ବଣାଇରେ ଟ୍ରକ୍‌ ଧର୍ମଘଟ

ବଣାଇ: ଆଜିଠୁ ବଣାଇରେ ଅନିର୍ଦ୍ଦିଷ୍ଟ କାଳ ଯାଏଁ ଟ୍ରକ୍‌ ଧର୍ମଘଟ ଡାକରା ଦିଆଯାଇଛି । ଡିଜେଲ ଦର ବୃଦ୍ଧି ହୋଇଥିଲେ ମଧ୍ୟ ଭଡ଼ା ବୃଦ୍ଧି ହେଉ ନଥିବାରୁ ଟ୍ରକ୍‌ ମାଲିକମାନେ ଅସନ୍ତୁଷ୍ଟ ପ୍ରକାଶ କରିଛନ୍ତି । ଏନେଇ ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ଯାଏଁ ଟ୍ରକ୍ ମାଲିକମାନେ ଧର୍ମଘଟକୁ ଓହ୍ଲାଇଛନ୍ତି ।

Hot this week

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

Related Articles

Popular Categories