www.samajalive.in
Friday, December 5, 2025
20.1 C
Bhubaneswar

କାନାଡାରେ ଅନେକ ଅପରାଧିକ କାର୍ଯ୍ୟକଳାପରେ ଭାରତର ସମ୍ପୃକ୍ତି: ଟ୍ରୁଡୋ

ନୂଆଦିଲ୍ଲୀ: ଭାରତ ଓ କାନାଡା ମଧ୍ୟରେ କୂଟନୈତିକ ସମ୍ପର୍କ ତୀବ୍ର ରୂପ ଧାରଣ କରିଛି । ତେବେ ଏହା ପରେ ଜଷ୍ଟିନ୍ ଟ୍ରୁଡୋ ପ୍ରତିକ୍ରିୟା ରଖିଛନ୍ତି। ସେ ଭାରତ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି  କାନାଡାରେ ଅନେକ ଅପରାଧିକ କାର୍ଯ୍ୟକଳାପରେ ଭାରତର ସମ୍ପୃକ୍ତି ରହିଛି। ନିଜ୍ଜର ହତ୍ୟା ମାମଲାରେ ଭାରତର ସମ୍ପୃକ୍ତି ଥିବା ସେ ଅଭିଯୋଗ କରିଛନ୍ତି। କାନାଡା ମାଟିରେ ଦକ୍ଷିଣ ଏସୀୟ କାନାଡା ନାଗରିକଙ୍କୁ ଟାର୍ଗେଟ୍ କରାଯାଉଛି। ଏପରିକି ହତ୍ୟା, ଧମକାଇବା ଓ ଅନେକ ହିଂସା ମାମଲାରେ ଭାରତର ସମ୍ପୃକ୍ତି ରହିଛି। ଭାରତର ଏଭଳି ଗତିବିଧି ଆମ ନାଗରିକଙ୍କ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରୁଛି। ଆମ ପାଇଁ ନାଗରିକଙ୍କ ସୁରକ୍ଷା ସର୍ବ ପ୍ରଥମ। ତେଣୁ ଭାରତର ଏଭଳି କାର୍ଯ୍ୟକଳାପ ଆଦୌ ଗ୍ରହଣୀୟ ନୁହେଁ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories