www.samajalive.in
Saturday, December 6, 2025
16.1 C
Bhubaneswar

ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ

ନୂଆଦିଲ୍ଲୀ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ। ପେନସିଲଭାନିଆରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଚାର ବେଳେ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଏଥିରେ ଟ୍ରମ୍ପ ଆହତ ହୋଇଛନ୍ତି। ତାଙ୍କ ଡାହାଣ କାନରୁ ରକ୍ତସ୍ରାବ ହେଉଥିବା ଦେଖିବାକୁ ମିଳିଛି। ଗୁଳିମାଡ ହେବା ସଙ୍ଗେ ସଙ୍ଗେ ସେଠାରେ ଉପସ୍ଥିତ ଥିବା ସିକ୍ରେଟ୍ ସର୍ଭିସ୍ ଏଜେଣ୍ଟ ମାନେ ତାଙ୍କୁ ତୁରନ୍ତ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲ​‌ରେ ଭର୍ତ୍ତି କରିଛନ୍ତି। ରାଲିରେ ଯୋଗଦେଇଥିବା ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେପଟେ ଏହି ଘଟଣାକୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ନିନ୍ଦା କରିଛନ୍ତି।

Hot this week

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories