www.samajalive.in
Friday, December 5, 2025
26.1 C
Bhubaneswar

ସକାଳୁ ଜଳୁଛି ରାଜଧାନୀ, ବାଲେଶ୍ୱରରେ ସର୍ବାଧିକ ତାତି ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଅସହ୍ୟ ଗମର ଓ ଗୁଳୁଗୁଳିରେ ଆଉଟପାଉଟ ହେଉଛନ୍ତି ଲୋକେ । ଦିନ ହେଉ କି ରାତି ତାତିରୁ ନିସ୍ତାର ମିଳୁନି । ମଙ୍ଗଳବାର ସକାଳୁ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୩ଡିଗ୍ରୀ ପାର୍‍ କରିଛି । ସକାଳ ସାଢେ ୮ଟା ସୁଦ୍ଧା ତାପମାତ୍ରା ୩୩.୪ ଡିଗ୍ରୀ ହୋଇଛି । ସେହିପରି ବାଲେଶ୍ୱରରେ ସର୍ବାଧିକ ୩୪.୮ଡିଗ୍ରୀ, ପୁରୀରେ ୩୪.୬ ଡିଗ୍ରୀ, ଚାନ୍ଦବାଲିରେ ୩୩.୪ ଡିଗ୍ରୀ ଓ ପାରାଦ୍ୱୀପ ୩୨.୮ ଡିଗ୍ରୀ ରେକର୍ଡ କରାଯାଇଛି । ଭୁବନେଶ୍ୱରରେ ଆଦ୍ରତା ୬୭.୨ଡିଗ୍ରୀ ରହୁଥିବାରୁ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories