www.samajalive.in
Friday, December 12, 2025
15.1 C
Bhubaneswar

ଆମେରିକାରେ ଗୁଳିକାଣ୍ଡ; ୫ଜଣଙ୍କ ମୃତ୍ୟୁ

ଓ୍ୱାଶିଂଟନ୍‌: ଆମେରିକାରେ ଥମୁନି ଗୁଳିକାଣ୍ଡ । ପୁଣି ଆମେରିକାରେ ଏକ ବଡ଼ ଧରଣର ଗୁଳିକାଣ୍ଡ ଘଟିଛି । ତୁଲସା ସିଟି ଫ୍ରାନସିସ୍‌ ହସ୍ପିଟାଲ ପରିସରରେ ଏହି ଗୁଳିକାଣ୍ଡ ଘଟିଥିବା ବେଳେ ଦୁର୍ବୃତ୍ତ ସମେତ ୫ଜଣଙ୍କ ଏଥିରେ ମୃତ୍ୟୁ ହୋଇଛି । ସୂଚନା ମୁତାବକ ଜଣେ ଦୁର୍ବୃତ୍ତ ତୁଲସା ସିଟି ଫ୍ରାନସିସ୍‌ ହସ୍ପିଟାଲ ପରିସରରେ ଆଖିବୁଜା ଗୁଳିଚାଳନା କରିଥିଲା । ଦୁର୍ବୃତ୍ତଙ୍କ ଗୁଳିରେ ଘଟଣାସ୍ଥଳରେ ୪ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା ।  ପରେ ପାଲଟା ଗୁଳିରେ ଦୁର୍ବୃତ୍ତର ମଧ୍ୟ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ଖବର ମିଳିଛି । କିଛି ଲୋକ ମଧ୍ୟ  ଏହି ଗୁଳିକାଣ୍ଡରେ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କେଉଁ କାରଣରୁ ଏପରି ଗୁଳିକାଣ୍ଡ ଘଟିଲା ତାହା ଜଣାପଡ଼ିନାହିଁ । ଏନେଇ ତଦନ୍ତ ଚାଲିଥିବା ବେଳେ ମୃତ ଦୁର୍ବୃତ୍ତର ମଧ୍ୟ ପରିଚୟ ମିଳିପାରିନାହିଁ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories