www.samajalive.in
Monday, December 15, 2025
17.1 C
Bhubaneswar

ତୁରେକେଲା ଜୋନ ନଂ ୧୦ : ବିଜେଡିର ସମା ପରବିନ ବିଜୟୀ

କଣ୍ଟାବାଞ୍ଜି : ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ତୁରେକେଲା ୧୦ନଂ ଜୋନ ମହିଳାଙ୍କ ପାଇଁ ସଂରକ୍ଷିତ ଥିଲା। ଏଠାରୁ ବିଜେଡିର ସମା ପରବିନ ତାଙ୍କ ନିକଟ ତମ ପ୍ରତିଦ୍ବନ୍ଦୀ ବିଜେପିର ମମତା ମେହେରଙ୍କୁ ୧୨୮୫ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରି ବିଜୟୀ ଘୋଷିତ ହୋଇଛନ୍ତି । ସମା ପରବିନ ୧୦,୩୫୮ ଖଣ୍ଡ ଭୋଟ୍ ପାଇଥିବା ବେଳେ,  ବିଜେପିର ମମତା ମେହେରଙ୍କୁ ମିଳିଛି ୯,୦୭୩ ଖଣ୍ଡ ଭୋଟ୍। ସେହିପରି ତୃତୀୟ ସ୍ଥାନରେ କଂଗ୍ରେସର ରଞ୍ଜନା ଶବରଙ୍କୁ ମିଳିଛି ୪,୫୯୮ ଭୋଟ୍।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories