www.samajalive.in
Tuesday, December 9, 2025
16.1 C
Bhubaneswar

ଟେଲି ଅଭିନେତ୍ରୀ ବୈଶାଳୀ ଠକ୍କରଙ୍କ ଆତ୍ମହତ୍ୟା

ମୁମ୍ବାଇ: ଆତ୍ମହତ୍ୟା କଲେ ଆଉ ଜଣେ ଅଭିନେତ୍ରୀ। ହିନ୍ଦୀ ଧାରାବାହିକ ଅଭିନେତ୍ରୀ ବୈଶାଳୀ ଠକ୍କର ଫାଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଇନ୍ଦୋର ସ୍ଥିତ ତାଙ୍କ ଘରୁ ବୈଶାଳୀଙ୍କ ଝୁଲନ୍ତା ମୃତହେଦ ଉଦ୍ଧାର ହୋଇଛି। ଘଟଣାସ୍ଥଳରୁ ସୁଇସାଇଡ୍‌ ନୋଟ୍‌ ମଧ୍ୟ ଜବତ ହୋଇଛି। ‘ୟେ ରିସ୍ତା କ୍ୟା କେହଲାତା ହୈ’, ‘ସସୁରାଲ ସିମର କା’ ସମେତ ଅନେକ ଲୋକପ୍ରିୟ ଧାରାବାହିକରେ ସେ ଅଭିନୟ କରିଥିଲେ।

ବୈଶାଳୀ ଗତ ୧ ବର୍ଷ ହେବ ଇନ୍ଦୋରରେ ରହୁଥିଲେ। ଅଭିନେତ୍ରୀଙ୍କ ଆତ୍ମହତ୍ୟା ସମ୍ପର୍କରେ ଖବର ପାଇବା ମାତ୍ରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା। ଏଥିସହ ମୃତଦେହ ନିକଟରୁ ସୁଇସାଇଡ୍‌ ନୋଟ୍‌ ଜବତ କରି ତଦନ୍ତ ଚଳାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories