www.samajalive.in
Friday, December 5, 2025
16.1 C
Bhubaneswar

ସାନ ଭାଇର ମୁଣ୍ଡ ଫଟାଇ ଦୁଇ ଭାଇ ଗିରଫ

ପାଟଣା : ପାଟଣା ବ୍ଲକ ଅନ୍ତର୍ଗତ ଚାକୁଣ୍ଡାପାଳ ପଞ୍ଚାୟତ ଜଡ଼ିଚାତର ଗ୍ରାମର ମଙ୍ଗୁଳୁ ମୁଣ୍ଡା ଘର କରିବା ପାଇଁ ୩୦ ତାରିଖରେ ଗଛ କାଟୁଥିବା ସମୟରେ ତାଙ୍କ ବଡ ଭାଇ ଶ୍ୟାମ ମୁଣ୍ଡା (୫୦) ଓ ମଝିଆ ଭାଇ କାଳିଆ ମୁଣ୍ଡା(୪୫) ମିଶି ମଙ୍ଗୁଳୁ ମୁଣ୍ଡାର ମୁଣ୍ଡ ଫଟାଇ ଦେଇଥିଲେ। ମଙ୍ଗୁଳୁ ସେହି ଦିନ ଠାରୁ ଡ଼ାକ୍ତରଖାନାକୁ ଯାଇ ଚିକିତ୍ସା ହେବା ପରେ ଗତକାଲି ତୁରୁମୁଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ଥାନା ଏ ଏସ ଆଇ ରସାନନ୍ଦ ନାଏକ ଘଟଣାର ତଦନ୍ତ କରିବା ପରେ ଆଜି ଅଭିଯୁକ୍ତ ଦୁଇ ଭାଇ କାଳିଆ ଓ ଶ୍ୟାମକୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories