www.samajalive.in
Saturday, December 6, 2025
26.1 C
Bhubaneswar

ଘର ତାଲା ଭାଙ୍ଗି ଚୋରି, ୨ ଗିରଫ

ବୁର୍ଲା: ବୁର୍ଲାସ୍ଥିତ ବୋର୍ଡ କଲୋନୀରେ ରହୁଥିବା ବର୍ଷା ବିଶୋଇଙ୍କ ଘର କବାଟ ଭାଙ୍ଗି ଗତ ୧୮ ତାରିଖ ରାତି ପ୍ରାୟ ୧୧ଟାରେ ଦୁଇଜଣ ଦୁର୍ବୃତ୍ତ ଚୋରି କରିଥିଲେ। ଘରୁ ଗ୍ୟାସ୍ ସିଲିଣ୍ଡର ଏବଂ ୩୨ ଇଞ୍ଚ ଏଲଇଡି ଟିଭି ଚୋରି କରିନେଇଥିଲେ । ଏ ନେଇ ବର୍ଷା ବୁର୍ଲା ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୁଲିସ ଏକ ମାମଲା ରୁଜୁ କରି ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ସେମାନଙ୍କଠାରୁ ଚୋରି ସାମଗ୍ରୀ ଜବତ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ବୋର୍ଡ କଲୋନୀର ଅମନ କୁମ୍ଭାର(୨୩) ଏବଂ ଶଙ୍କର ବିଶ୍ଵାଳ (୨୪)। ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories