www.samajalive.in
Wednesday, November 12, 2025
27.1 C
Bhubaneswar

ବଜ୍ରପାତରେ ଶଳା-ଭିଣୋଇଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ବଜ୍ରପାତ ଯୋଗୁ ଶଳା-ଭିଣୋଇଙ୍କ ମୃତ୍ୟୁ ଘଟିଛି। ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅନ୍ତର୍ଗତ ଡୁଡୁକାମାଲ ଗାଁରେ ଏହି ଦୁଃଖଦ ଘଟଣା ଘଟିଛି। ସୋମବାର ଉଭୟ ଶଳା ଓ ଭିଣୋଇ ଗାଧୋଇବା ପାଇଁ ଗାଁ ପୋଖରୀକୁ ଯାଇଥିବା ସମୟରେ ବଜ୍ରପାତର ଶିକାର ହୋଇଥିଲେ।

Hot this week

ଦିଲ୍ଲୀ ବିସ୍ଫୋରଣ: ଡାକ୍ତରଖାନାରେ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ସମାଜଲାଇଭ ଡେସ୍କ: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଆହତ ହୋଇ ସ୍ଥାନୀୟ ଏଲଏନଜେପି...

ଏକ୍‌ଜିଟ୍‌ ପୋଲ୍‌କୁ ଖାରଜ କରିଛନ୍ତି ତେଜସ୍ୱୀ ଯାଦବ

ସମାଜ ଲାଇଭ୍ ଡେସ୍କ : ବିହାରରରେ ସମସ୍ତ ପର୍ଯ୍ୟାୟ ମତଦାନ ଶେଷ...

ନୂଆପଡ଼ା ଉପନିର୍ବାଚନରେ ଐତିହାସିକ ୮୩.୪୫% ମତଦାନ

ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନରେ ଏଥର ରେକର୍ଡ ମତଦାନ ହୋଇଛି। ଚଳିତ...

ହସ୍ପିଟାଲରୁ ଡିସଚାର୍ଜ ହେଲେ ଧର୍ମେନ୍ଦ୍ର

ମୁମ୍ବାଇ: ସୁସ୍ଥ ହୋଇ ଘରକୁ ଫେରିଲେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର। ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା...ଆଉ ଗୋଟିଏ ଦିନ ବଢ଼ିଲା ଐତିହାସିକ କଟକ...

Related Articles

Popular Categories